ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
କୃତିକା-ପାରିବାରିକ ସମସ୍ୟା ବୁଝାମଣା ଭିତରେ ସମାଧାନ ହେବ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ। ଆର୍ଥିକ ଦିଗରୁ ଉପକୃତ ହେବେ। ରୋହିଣୀ- ଶାରୀରିକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଚାକିରୀରେ ଅପମାନିତ ହୋଇପାରନ୍ତି। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ମୃଗଶିରା- ଅନେକ ସ୍ଥାନରେ ଭୁଲ୍ କରି ଅପମାନିତ ହୋଇପାରନ୍ତି। ଭୋଜନ ଆଦିରେ ତୃପ୍ତି ମିଳିବ। ମାନସିକ ବ୍ୟସ୍ତତା ଦେଖାଯିବ। ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।