ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
ଧନିଷ୍ଠା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ। ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ। ଶତଭିଷା- ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବାର ଆଶା ରହିଛି । କର୍ମ କ୍ଷେତ୍ରରେ କଡା ଭାଷା ପ୍ରୟୋଗ କଲେ ଶତ୍ରୁତା ଅର୍ଜନ କରିବେ। ପୂ,ଭାଦ୍ରପଦ-ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ସହ ସବୁରି ସଦିଚ୍ଛା ମିଳିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।