ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
ପୂ,ଭାଦ୍ରପଦ- ଦୈହିକ ଦୁର୍ବଳତା ସହିତ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତବିବ୍ରତ କରାଇବ । ନିଜର ଉନ୍ନତି ପାଇଁ କଠିନ ପରିଶ୍ରମ କରିବେ। ବୈବାହିକ ଜୀବନ ଭଲ ରହିବ।ଉ,ଭାଦ୍ରପଦ- ରାଜନୈତିକ ମାନେ ସମାଜ ସେବାରେ ସ୍ୱନାମ ଅର୍ଜନ କରିପାରିବେ । ଶତ୍ରୁ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବ । ଭାଗିଦାରି ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରେବତୀ- ଦୂର ଯାତ୍ରରେ ଲାଭ ପାଇ ପାରନ୍ତି। ଚାକିରୀରେ ସମ୍ମାନ ମିଳିବ। ଅଜଣାତରେ କ୍ଷତିଗ୍ରସ୍ତ ହୋଇପାରନ୍ତି । ସୁସ୍ୱାଦୁ ଭୋଜନ କରିପାରନ୍ତି ।
ପ୍ରତିକାର – ଓଁ ବୃଂ ବୃହସ୍ପତୟେ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।