ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
ମୃଗଶିରା-ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ। ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ। ଆଦ୍ରା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି। ପୁନର୍ବସୁ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।