ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
ପୁନର୍ବସୁ- ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବାରେ ସହାୟକ ହେବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୁଷ୍ୟା- ଚାହୁଁଥିବା ସୁଯୋଗ ହାତଛଡା କରିବେ । ପରୀକ୍ଷାରେ ଉଚ୍ଚଫଳ ମିଳିବ । ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେମନେ ବିରକ୍ତ ହେବେ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଅଶ୍ଲେଷା- ସତର୍କତା ଅବଲମ୍ବନ ନ କଲେ ମାନ ସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । ମାଙ୍ଗଳିକ କାର୍ଯ୍ୟରେ ଆନନ୍ଦ ଲାଭ କରିବେ । ଦୂର ଯାତ୍ରାର ସୁଯୋଗ ପାଇବେ।
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।