ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।
ମଘା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ। ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବ। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପୂ,ଫାଲଗୁନି- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ । ଉ,ଫାଲଗୁନି- କୋର୍ଟରେ ମାମଲା ପାଇଁ ଶତ୍ରୁ ବୃଦ୍ଧି ହୋଇପାରନ୍ତି। ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।