• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।

Virgo

କନ୍ୟା

Tuesday 11 Mar 2025

ଉ,ଫଳଗୁନି- ବ୍ୟବସାୟ ରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟକ୍ରୟ କରିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି । ସ୍ୱାସ୍ଥ୍ୟରେ ସୁଧାର ଆସିବ ।ହସ୍ତା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣ କରି ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ। ଋଣ ନେଇଥିବା ବ୍ୟକ୍ତି ଋଣ ସୁଝିପାରିବେ । ଚିତ୍ରା-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିବେ । ସନ୍ତାନ ସନ୍ତତି ପକ୍ଷରୁ ଶୁଭ ଖବର ଶୁଣି ଖୁସି ହେବେ । ଭାଗ୍ୟ ବୃଦ୍ଧି ପାଇଁ ସୁଯୋଗ ଆସିବ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।