• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।

Libra

ତୁଳା

Tuesday 11 Mar 2025

ଚିତ୍ରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି। ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ। ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ। ସ୍ୱାତୀ-ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ଖଳଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ। ବିଶାଖା- ସତର୍କତା ଅଭାବରୁ କିମ୍ବା ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । ଆନୁଷ୍ଠାନିକ କର୍ମ ସମ୍ପର୍କିତ ଆଲୋଚନାରେ ଟେନ୍‌ସନ କମିଯିବ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।