• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।

Scorpio

ବିଛା

Tuesday 11 Mar 2025

ବିଶାଖା- କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତମକାର୍ଯ୍ୟ କରି ପଦୋନ୍ନତି ପାଇବେ । ବ୍ୟବସାୟ ଶୁଭାରମ୍ଭବ କରିବାର ସୁଯୋଗ ପାଇବେ । ବହୁ ଭ୍ରମଣ କରିବାକୁ ସଯୋଗ ପାଇବେ ।ଅନୁରାଧା- ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ କୃପାଭାଜନ ହେବେ । ଆୟକୁ ଚାହିଁ ବ୍ୟୟ ଅଟକଳ ନ କଲେ ଲୋକହସା ହେବେ।ଜ୍ୟେଷ୍ଠା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ତୁଟିଯିବ। ଚାକିରି କ୍ଷେତ୍ରରେ ଉତ୍ସାହିତ ହେବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।