• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।

Sagittarius

ଧନୁ

Tuesday 11 Mar 2025

ମୂଳା-ପରିବାରରେ ଆଶା କରୁଥିବା କାମ ବାଧାପ୍ରାପ୍ତ ହେବନାହିଁ। ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ।ପୂ,ଷାଢା-ଆପଣଙ୍କ ଲୋକପ୍ରିୟତା ପଡୋଶୀଙ୍କ ଈର୍ଷାପରାୟଣତାକୁ ବଢାଇପାରେ । କର୍ମ କ୍ଷେତ୍ରରେ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି ।ଉ,ଷାଢା- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।