• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।

Capricorn

ମକର

Tuesday 11 Mar 2025

ଉ,ଷାଢା-ପରିବାରିକ ସଦସ୍ୟମାନଙ୍କ ସହିତ ସମୟ କଟିବ । ବ୍ୟବସାୟରେ କ୍ଷତି ହେବାର ସମ୍ଭାବନା ଅଛି । ଅର୍ଥ ଅବସ୍ଥା ବୃଦ୍ଧି କରିବା ପାଇଁ ଚିହ୍ନା ଲୋକଙ୍କଠୁ ନୂଆ ସ୍ରୋତ ମିଳିପାରେ ।ଶ୍ରବଣା- ଅଫିସରେ ଜଣେ ବନ୍ଧୁଙ୍କୁ କେଦ୍ର କରି ଝଗଡା ଲାଗିପାରେ। ବିଦ୍ୟାର୍ଥୀ ମାନବଙ୍କ ପାଇଁ ସମୟ ଅନୁକୂଳ ରହିବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।ଧନିଷ୍ଠା- ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ବିଗିଡିଯିବ । ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅଟକି ରହିଥିବା କାମର ଚିନ୍ତା ମନକୁ ଆନୋନ୍ଦିତ କରିପାରେ ।
 

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ଦୁର୍ଘଟଣାଗସ୍ତ ହୋଇପାରନ୍ତି। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ।