• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Taurus

ବୃଷ

Tuesday 11 Apr 2023

କୃତିକା- ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ

ରୋହିଣୀ- ମାଙ୍ଗଳିକ କାର‌୍ୟ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ

ମୃଗଶିରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :