• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Aquarius

କୁମ୍ଭ

Tuesday 11 Apr 2023

ଧନିଷ୍ଠା- ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଦୀର୍ଘଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି

ଶତଭିଷା- ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ। ସହକର୍ମୀଙ୍କ ସହ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ

ପୂ, ଭାଦ୍ରପଦ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :