• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Pisces

ମୀନ

Tuesday 11 Apr 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅର୍ଥାତ୍ ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ

ରେବତୀ- ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ

ପ୍ରତିକାର – ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :