• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Gemini

ମିଥୁନ

Tuesday 11 Apr 2023

ମୃଗଶିରା- ପୁଷ୍ଟିକର ଖାଦ୍ୟ ଗ୍ରହଣ କରନ୍ତୁ । ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ।

ଆଦ୍ରା- ସାମାଜିକ ଜୀବନକୁ ସରସ ସୁନ୍ଦର କରିବାରେ ସହାୟକ ହେବ । ଅନ୍ୟମାନଙ୍କୁ ସାହାର୍ଯ୍ୟ କରିବା ପାଇଁ ବିଭିନ୍ନ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ

ପୁନର୍ବସୁ- ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ । ଅସମ୍ପୂର୍ଣ୍ଣ କାର‌୍ୟ୍ୟ କିଛି ଅଂଶରେ ବଢ଼ିଚାଲିବ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :