• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 11 Apr 2023

ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ

ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।

ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ

ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :