• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 11 Apr 2023

ମଘା- ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍ର କୌଣସି ସଂକଟଜନକ ସ୍ଥିତିର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି

ଉ- ଫାଲ୍‌ଗୁନୀ- ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :