• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 11 Apr 2023

ଚିତ୍ରା- କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାରେ ସାହସ ଜୁଟିଯିବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ

ସ୍ୱାତୀ- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି

ବିଶାଖା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :