• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Scorpio

ବିଛା

Tuesday 11 Apr 2023

ବିଶାଖା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ବେପାର, ବାଣିଜ୍ୟ ତଥା ଆଇନ ଅଦାଲତରୁ ସୁଫଳ ପାଇବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ

ଅନୁରାଧା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ

ଜ୍ୟୋଷ୍ଠା- ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :