• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Sagittarius

ଧନୁ

Tuesday 11 Apr 2023

ମୂଳା- କୌଣସି ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ

ପୂ, ଷାଢା- ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ

ଉ, ଷାଢା- ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :