• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Capricorn

ମକର

Tuesday 11 Apr 2023

ଉ, ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର‌୍ୟ୍ୟକୁ ଏକାଗ୍ରତା ସହ ତୁଲାଇବେ

ଶ୍ରବଣା- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇ ପାରନ୍ତି

ଧନିଷ୍ଠା- ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ର ଓ ଅଦାଲତର ରାୟ ସପକ୍ଷରେ ଯିବ

ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :