ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।
ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ୟ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ଦ୍ୱିଜା – ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ
କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ୟ୍ୟରେ ମନ ବଳାଇବେ ।
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯