• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Taurus

ବୃଷ

Thursday 11 Apr 2024

କୃତିକା - ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ 

ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ

ମୃଗଶିରା – ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :