• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Thursday 11 Apr 2024

ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।

ଶତଭିଷା – ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ । ଛାତ୍ରଛାତ୍ରି ମାନେ ଶୃଙ୍ଖଳିତ ହେବେ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର‌୍ୟ୍ୟ ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :