• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Gemini

ମିଥୁନ

Thursday 11 Apr 2024

ମୃଗଶିରା - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା - କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ

ପୁନର୍ବସୁ - ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର‌୍ୟ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :