• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Leo

ସିଂହ

Thursday 11 Apr 2024

ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ

ପୂ , ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ କ୍ଷ

ଉ ,ଫାଲଗୁନୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :