• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Libra

ତୁଳା

Thursday 11 Apr 2024

ଚିତ୍ରା – ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ

ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ

ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :