• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Scorpio

ବିଛା

Thursday 11 Apr 2024

ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :