• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଦିବା ୦୮.୪୧ ଗତେ ବୃଷ,ତିଥ- ୩ୟା ଦିବା ୦୩.୦୩ ଗତେ ୪ର୍ଥୀ,ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 11 Apr 2024

ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ

ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :