• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।

Gemini

ମିଥୁନ

Friday 11 Apr 2025

ମୃଗଶିରା- କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ। ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ। ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେଆଦ୍ରା- ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ। କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି ।ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । କେକେ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ଉପୁଜିପାରେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।