ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।
ପୂ , ଭାଦ୍ରପଦ - ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।ଉ , ଭଦ୍ରପଦ - ଉଚ୍ଚଧିକାରୀ ଓ ବରିଷ୍ଟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଂଶସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ୟ୍ୟ ହେବେ । କଠିନ ଶ୍ରମ ଓ ଭ୍ରମଣଜନିତ ଅସୁସ୍ଥତା ଅନୁଭବ କରିବେ।ରେବତୀ - ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ ।ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।