• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।

Cancer

କର୍କଟ

Friday 11 Apr 2025

ପୁନର୍ବସୁ – ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସ୍ତରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି ।ପୁଷ୍ୟା – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଟିକିଏ ଟିକିଏ କଥାରେ ବିରକ୍ତି ହୋଇପାରନ୍ତି । ଅଶ୍ଳେଷା - ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ। ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଅନ୍ୟମାନଙ୍କ କଥାକୁ ଭିନ୍ନାର୍ଥରେ ଗ୍ରହଣ କରି ଅଶାନ୍ତ ରହିପାରନ୍ତି ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।