ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।
ମଘା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।ପୂ,ଫାଲଗୁନି- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।ଉ,ଫାଲଗୁନି- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ।
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।