• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।

Virgo

କନ୍ୟା

Friday 11 Apr 2025

ଉ , ଫାଲଗୁନୀ – ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର‌୍ୟ୍ୟର ଆୟୋଜନ କରି ପାରିବେ ।ହସ୍ତା – ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ସାଙ୍ଗଠନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ।ଚିତ୍ରା – କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ନିଜର କାର‌୍ୟ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଅଜଣା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଠିକ୍ ହେବନି ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।