• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।

Libra

ତୁଳା

Friday 11 Apr 2025

ଚିତ୍ରା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।ସ୍ୱାତୀ- ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେବିଶାଖା-ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।