ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।
ବିଶାଖା – ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।ଅନୁରାଧା – କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।ଜ୍ୟେଷ୍ଠା – ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।