ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।
ଅଶ୍ୱନୀ- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି। ଦ୍ୱିଜା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ। ନିର୍ମାଣ କାର୍ଯ୍ୟରେ ଆଗେଇବେ। କୃତିକା- ସମ୍ପତି ଲାଭ ହୋଇପାରେ। ମହିଳମାନେ ଯୋଗ୍ୟ ପ୍ରତିପାଦିତ ହେବେ। କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ।
ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ। ସାମୟିକ ଦେହପିଡା ଓ ବନ୍ଧୁ ବିୟୋଗ ଦେଖାଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁ ହଇରାଣ ହୋଇପାରନ୍ତି।