• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2023: ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ, ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ...

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Friday 11 Aug 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଏକ ସୁଯୋଗ ।.ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । ଘରର ପରିବେଶ ଭଲ ରହିବ ।
ଶତଭିଷା- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତ ଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଆପଣଙ୍କୁ ବହୁତ ପରିଶ୍ରମ କରିବାକୁ ପଡିବ।
ପୂ,  ଭାଦ୍ରପଦ- ଟଙ୍କାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ ।   ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ  ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି