• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2023: ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ, ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ...

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Friday 11 Aug 2023

ମୃଗଶିରା- କୌଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଦେଇ ପୂରା କରିଦେବେ ।    
ଆଦ୍ରା- ରାଜେନୈତିକ ପରିସର ବୃଦ୍ଧି ହେବ । ଅଫିସ୍ ତରଫରୁ ଦୂର ସ୍ଥାନକୁ  ବୁଲିବା ପାଇଁ ଯିବେ ।  ପାରିବାରିକ ଜୀବନ ସୁଖକର ହେବ ।    
ପୁନର୍ବସୁ- ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ । ବ୍ୟବସାୟରେ ପରିବାରର ସହଯୋଗ ପାଇବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି