• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2023: ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ, ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ...

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 11 Aug 2023

ମଘା- ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ । ବିବାହ କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ପୂ- ଫାଲ୍‌ଗୁନୀ- ସମାଜରେ ମାନ ସମ୍ମାନ ପାଇବେ । ଜୀବନ ସାଥି କୌଣସି କାରଣରୁ ଆପଣଙ୍କର ପ୍ରଂଶସା କରିବେ । ବେପାରରେ ବକେୟା ଅର୍ଥ ପାଇବେ ।
ଉ- ଫାଲ୍‌ଗୁନୀ- ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗୀ ଗଢିବା ପାଇଁ ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି