• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2023: ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ, ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ...

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Capricorn

ମକର

Friday 11 Aug 2023

ଉ, ଷାଢା- ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।
ଶ୍ରବଣା- ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଅଫିସ୍‌ରେ ଆପଣଙ୍କ କାମରେ ଖୁସି ହୋଇ କର୍ତ୍ତୃପକ୍ଷ ଉପହାର ଦେବେ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ ।
ଧନିଷ୍ଠା-  ଭୂ-ସମ୍ପତ୍ତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।  ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି ।

ପ୍ରତିକାର – ନିମ୍ବ କାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ, ଶୁକ୍ରବାର। ଚନ୍ଦ୍ର –ବୃଷ ଅହୋରାତ୍ର ତିଥି - ୧୧ଶୀ ଅହୋରାତ୍ର ଘାତ ଚନ୍ଦ୍ର – ବିଛା ଦିବା ୦୪.୫୮ ଗତେ କନ୍ୟା ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି