• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Taurus

ବୃଷ

Sunday 11 Aug 2024

କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ।

ରୋହିଣୀ- ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ।

ମୃଗଶିରା- ମହିଳାମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :