• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Aquarius

କୁମ୍ଭ

Sunday 11 Aug 2024

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ।

ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।

ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ।

ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :