• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Pisces

ମୀନ

Sunday 11 Aug 2024

ପୂ,ଭାଦ୍ରପଦ- ପ୍ରେମିକପ୍ରେମିକା ମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ।

ଉ,ଭାଦ୍ରପଦ- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।

ରେବତୀ- ଗୃହପାଳିତ ପଶୁ ଓ ଯାନବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :