• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Gemini

ମିଥୁନ

Sunday 11 Aug 2024

ମୃଗଶିରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।

ଆଦ୍ରା- ରାଜନୀତିରେ କୌଣସି କାମକୁ ହାତକୁ ନେବେ। ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳାମାନେ ଈଶ୍ୱର ବିଶ୍ୱାସୀ ହେବେ।

ପୁନର୍ବସୁ- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ ମୁକ୍ତି ମିଳିବ। ନିଜକୁ ଧର୍ମକାର‌୍ୟ୍ୟରେ ନିୟୋଜିତ କରିପାରନ୍ତି।

ପ୍ରତିକାର- ଶ୍ରୀରାମଙ୍କ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :