• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Cancer

କର୍କଟ

Sunday 11 Aug 2024

ପୁନର୍ବସୁ- ପ୍ରେମସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସଂପୂର୍ଣ୍ଣ କରିବେ।

ପୁଷ୍ୟା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢିଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ।

ଅଶ୍ଲେଷା- ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ।

ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :