• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Virgo

କନ୍ୟା

Sunday 11 Aug 2024

ଉ,ଫଳଗୁନି- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ।

ହସ୍ତା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।

ଚିତ୍ରା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି।

ପ୍ରତିକାର - ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :