• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Libra

ତୁଳା

Sunday 11 Aug 2024

ଚିତ୍ରା- ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ।

ସ୍ୱାତୀ- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ। ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ।

ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।

ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :