• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Scorpio

ବିଛା

Sunday 11 Aug 2024

ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ।

ଅନୁରାଧା- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟେଷ୍ଠା- ପିତୃପୁରୁଷଙ୍କ ସମ୍ପତ୍ତିରେ ବ୍ୟବସାୟ ଲାଭଜନକ ହୋଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :