• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Sagittarius

ଧନୁ

Sunday 11 Aug 2024

ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।

ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ ସବୁ ପରିସ୍ଥିତିକୁ ସମ୍ଭାଳି ନେବେ।

ଉ,ଷାଢା- ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହଉପଯୋଗୀ ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ପ୍ରତିକାର- ଶ୍ରୀରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :